ଆସନ୍ତାକାଲିଠୁ ପୁଣି ବଢ଼ିବ ତାତି

ଭୁବନେଶ୍ୱର : ଆସନ୍ତାକାଲିଠୁ ପୁଣି ବଢ଼ିବ ତାତି । ଦିନର ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ । ଏନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଆସନ୍ତା ୫ ଦିନ ଯାଏ ହିଟ୍ ୱେଭ ହେବନି, କିନ୍ତୁ ଦୁଇ ଦିନ ଯାଏ କେତେକ ସ୍ଥାନରେ ବର୍ଷା ଘଡ଼ଘଡ଼ି ଓ ପବନ ହୋଇପାରେ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ମନୋରମା ମହାନ୍ତି ସୂଚନା ଦେଇଛନ୍ତି ।

Leave A Reply

Your email address will not be published.