ପୃଥ୍ବୀରାଜ ହାଇସ୍କୁଲ ଇଣ୍ଡୋର ଷ୍ଟେଡିୟମଠାରେ ରାଜ୍ୟ ସିନିୟର ବେଡ଼ମିଣ୍ଟନ ପ୍ରତିଯୋଗିତା ଉଦ୍‌ଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ପୃଥ୍ବୀରାଜ ହାଇସ୍କୁଲ ଇଣ୍ଡୋର ଷ୍ଟେଡିୟମଠାରେ ରାଜ୍ୟ ସିନିୟର ବେଡ଼ମିଣ୍ଟନ ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଯାଇଛି । ଏହି ଉଦ୍‌ଘାଟନୀ ସମାରୋହରେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ଅତିଥି ଭାବେ ଯୋଗ ଦେଇ ଏହି ପ୍ରତିଯୋଗିତାରେ ଭାଗ ନେଇଥିବା ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ ।

Leave A Reply

Your email address will not be published.