centurian jitm

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ ମିଶ୍ର ଏବଂ ସାଉଦୀ ଆରବର ଶକ୍ତିମନ୍ତ୍ରୀ ଯୁବରାଜ ଅବଦୁଲା ଅଜିଜ ବିନ ସଲମାନଙ୍କ ସହ ଅଧ୍ୟକ୍ଷତାରେ ନିବେଶ ଉପରେ ଭାରତ-ସାଉଦୀ ଉଚ୍ଚସ୍ତରୀୟ ଟାସ୍କଫୋର୍ସ ବୈଠକ ଅନୁଷ୍ଠିତ

nschool

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ ମିଶ୍ର ଏବଂ ସାଉଦୀ ଆରବର ଶକ୍ତିମନ୍ତ୍ରୀ ଯୁବରାଜ ଅବଦୁଲା ଅଜିଜ ବିନ ସଲମାନଙ୍କ ସହ ଅଧ୍ୟକ୍ଷତାରେ ନିବେଶ ଉପରେ ଭାରତ-ସାଉଦୀ ଉଚ୍ଚସ୍ତରୀୟ ଟାସ୍କଫୋର୍ସ ବୈଠକ ଗତକାଲି ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପାରସ୍ପରିକ ଗୁରୁତ୍ୱ ବହନ କରୁଥିବା ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା ।

Leave A Reply

Your email address will not be published.