csstore

ଖୋର୍ଦ୍ଧା ଓ ଚିଲିକା ନିର୍ବାଚନମଣ୍ଡଳୀ ଉନ୍ନୟନ୍ନ କମିଟିର ସମିକ୍ଷା ବୈଠକ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଖୋର୍ଦ୍ଧା ଜିଲ୍ଲା ପରିଷଦ ଓ ନଗର ଉନ୍ନୟନ କନ୍‌ଫରେନ୍ସ ହଲ୍‌ଠାରେ ଉଭୟ ଖୋର୍ଦ୍ଧା ଓ ଚିଲିକା ନିର୍ବାଚନ ମଣ୍ଡଳୀର ଉନ୍ନୟନ କମିଟି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଖୋର୍ଦ୍ଧାର ବିଧାୟକ ଜ୍ୟୋତିନ୍ଦ୍ରନାଥ ମିତ୍ର, ବିଧାୟକ ଚିଲିକା ତଥା ଖୋର୍ଦ୍ଧା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ଜଗଦ୍ଦେବ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ପ୍ରଫୁଲ୍ଲ କୁମାର ଦଳାଇଙ୍କ ସମେତ ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀ ମାନେ ଯୋଗଦେଇଥିଲେ ।

jayashree
Leave A Reply

Your email address will not be published.