csstore

କମିରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବୈଠକ

ବୌଦ୍ଧ, (କେପିଏନ୍‌ଏସ୍‌) : ବୌଦ୍ଧ ବ୍ଲକ କମିରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପରିଚାଳନା କମିଟି ସଭାପତି ସୁମନ୍ତ ଦାସଙ୍କ ସଭାପତିତ୍ୱରେ ବୁଦ୍ଧିଜୀବୀମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଣ୍ଡାପଡାର ପୂର୍ବ ସରପଞ୍ଚ ବିଦ୍ୟାଧର ସ୍ୱାଇଁ, ସନ୍ତୋଷ ଦାସ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ନବୀନ ପ୍ରଧାନ, ମୋ ସ୍କୁଲ ଅଭିଯାନର ସଭାପତି ଶୁକଦେବ ପ୍ରଧାନ, ମୁଣ୍ଡାପଡା ପୋଷ୍ଟମାଷ୍ଟର ବାଞ୍ଛାନିଧି ହୋତା, ସନ୍ତୋଷ ପ୍ରମୁଖ ଯୋଗ ଦେଇ ବିଭିନ୍ନ ବିଷୟରେ ଆଲୋଚନା କରିବା ସହ ସମସ୍ତେ ସହଯୋଗ କରିବାକୁ ସଂକଳ୍ପ କରିଥିଲେ । ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଶବର ସେଠୀ ଧନ୍ୟବାଦ ଦେଇଥିଲେ ।

jayashree
Leave A Reply

Your email address will not be published.