pakka

ଜରାସିଂହା ଶାଶ୍ଵତ ଡିଗ୍ରୀ କଲେଜର ନୂତନ ପରିଚାଳନା କମିଟିର ପ୍ରଥମ ବୈଠକ

bbehera

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଜରାସିଂହା ସ୍ଥିତ ଶାଶ୍ଵତ ଡିଗ୍ରୀ କଲେଜର ନୂତନ ଭାବେ ଗଠିତ ହୋଇଥିବା ପରିଚାଳନା କମିଟିର ପ୍ରଥମ ବୈଠକ ଶୁକ୍ରବାର ଦିନ ଅନୁଷ୍ଠିତ ହୋଇଯାଇଛି । ସଭାପତି କୁମାର ଷାଣ୍ଢଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ନୂତନ ସଭ୍ୟ ସଭ୍ୟାମାନଙ୍କୁ କଲେଜର ଅଧ୍ୟକ୍ଷ ପୁରୁଷୋତ୍ତମ ମେହେର ସମ୍ମାନିତ କରିଥିଲେ । ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକଙ୍କ ପତ୍ର ସଂଖ୍ୟା ୭୭୯/ ୨୭-୦୨-୨୦୨୩ ଅନୁଯାୟୀ କଲେଜର ନୂତନ ପରିଚାଳନା କମିଟି ଗଠନ ହୋଇଥିଲା । ସଭ୍ୟ, ସଭ୍ୟାମାନେ କଲେଜର ଉନ୍ନତି ଉପରେ ପରାମର୍ଶ ଦେଇଥିଲେ । ଏଥିରେ କଲେଜର ସମସ୍ତ କର୍ମଚାରୀମାନେ ସହଯୋଗ କରିଥିଲେ । ଶେଷରେ ଅଧ୍ୟକ୍ଷ ଶ୍ରୀଯୁକ୍ତ ମେହେର ଧନ୍ୟବାଦ ଦେଇଥିଲେ ।

jay balangir
Leave A Reply

Your email address will not be published.

sixteen − 2 =