ଜଳସମ୍ପଦ ବିଭାଗ ତରଫରୁ ପ୍ରାକ୍ ବନ୍ୟା ଓ ବାତ୍ୟା ପ୍ରସ୍ତୁତି ବୈଠକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଗାମୀ ବର୍ଷା ଋତୁରେ ସମ୍ଭାବ୍ୟ ବନ୍ୟାକୁ ଦୃଷ୍ଟିରେ ରଖି ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ପ୍ରାକ୍ ବନ୍ୟା-ବାତ୍ୟା ପ୍ରସ୍ତୁତି ବୈଠକ ରାଜୀବ ଭବନ ସ୍ଥିତ ଜଳସମ୍ପଦ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସଂପୂର୍ଣ୍ଣ ପ୍ରେସ୍‌ ବିବୃତି ନିମ୍ନରେ ଦିଆଗଲା :

Image
Leave A Reply

Your email address will not be published.