jsm

ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

csstore

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ସ୍ଥାନୀୟ ପଂଚାୟତ କାର୍ଯ୍ୟାଳୟଠାରେ ସ୍ୱାଧୀନତା ଦିବସ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସ୍ଥାନୀୟ ବିଡିଓ ଦେବାଶିଷ ସାମଲ, ଥାନା ଅଧିକାରୀ ସଂଗ୍ରାମ କେଶରୀ ପଟ୍ଟନାୟକ, ବରିଷ୍ଠ ସାମ୍ବାଦିକ ଦୟାନିଧି ସାହୁ, ସାମାଜିକ ସୁରକ୍ଷା ଅଧିକାରୀ ସଂଗ୍ରାମ ମିଶ୍ର, ସୁରେନ୍ଦ୍ର ସାହୁ, ସୁରେନ୍ଦ୍ର ପଧାନ, ଆଇନଜୀବୀ ମାନଭଂଜନ ପାଣିଗ୍ରାହୀ, ସ୍ଥାନୀୟ ସରପଞ୍ଚ ଭୀମ ସେନ ସ୍ୱାଇଁ, ସତ୍ୟ ନାରାୟଣ ବେହେରା, ନାରାୟଣ ଜାଲ, ହେମନ୍ତ ଭୋଇ, ବିଜୟ ରଥ, ଜୟ କିଶନ ଆଗ୍ରୱାଲ, ସରୋଜ କର, ସୁବାଷ ରଥ, କାର୍ଯ୍ୟନିର୍ବାହୀ ଅଧିକାରୀ ଖଗେଶ୍ୱର କମ୍ପ ପ୍ରମୁଖ ଉପସ୍ଥିତ ରହି କରୋନା କଟକଣା ନିୟମକୁ ପାଳନ କରି ସ୍ୱାଧୀନତା ଦିବସ ପାଳନ କରାଯିବ ବୋଲି ଆଲୋଚନା କରାଯାଇଥିଲା ।

yuvodaya
Leave A Reply

Your email address will not be published.