pakka

ଟିଟିଲାଗଡ଼ରେ ଶ୍ରୀରାମ ନବମୀ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

bbehera

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଏପ୍ରିଲ ୧୭ ତାରିଖରେ ଶ୍ରୀରାମ ନବମୀ ପଡ଼ୁଥିବା ବେଳେ ଏହାକୁ ନେଇ ଟିଟିଲାଗଡ଼ ଠିକାଦାରପଡ଼ା ରାଧାକୃଷ୍ଣ ମନ୍ଦିର ପରିସରରେ ଶ୍ରୀରାମ ସେବା ସମିତି ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଏକ ବିରାଟ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିବା ସହ ସରବତ ବଣ୍ଟନ ଭଳି ଅନ୍ୟାନ୍ୟ କାର୍ଯ୍ୟକ୍ରମ ସ୍ଥିରିକୃତ କରାଯାଇଥିବା ଅମିତ ଅଗ୍ରୱାଲ ସୂଚନା ଦେଇଛନ୍ତି । ଏହି ପ୍ରସ୍ତୁତି ବୈଠକରେ ରୋହିତ ସୋନି, ସନୁପ ଅଗ୍ରୱାଲ, ମନୋଜ ଜୈନ, ନବୀନ ଅଗ୍ରୱାଲ, ଯୋଗେଶ ଅଗ୍ରୱାଲ, ସଞ୍ଜୀବ ଅଗ୍ରୱାଲ, ପଙ୍କଜ ଅଗ୍ରୱାଲ, ଜିତୁ ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ଥିଲେ ।

jay balangir
Leave A Reply

Your email address will not be published.

15 − five =

error: Content is protected !!