centurian jitm

ରାଜ୍ୟପାଳଙ୍କ ସହିତ ଓଡ଼ିଶା ମଣ୍ଡଳ ମୁଖ୍ୟ ମହା ଡାକପାଳଙ୍କ ସୌଜନ୍ୟମୂଳକ ବୈଠକ

nschool

ନୂଆଦିଲ୍ଲୀ, (ପିଆଇବି) : ଓଡ଼ିଶା ମଣ୍ଡଳର ମୁଖ୍ୟ ମହା ଡାକପାଳ ନିର୍ମଳଜିତ ସିଂହ, ଆଇପିଓଏସ୍ (୧୯୯୭) ଏବଂ ଡାକ ସେବା ନିର୍ଦ୍ଦେଶକ ଅମିତ କୁମାର ଝା, ଆଇପିଓଏସ୍ (୨୦୧୫), ୦୧.୦୫.୨୦୧୫ରେ ରାଜଭବନ ଠାରେ ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପଟିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ । ଏହି ଗସ୍ତ ସମୟରେ ମୁଖ୍ୟ ରାଜ୍ୟପାଳଙ୍କୁ ରାଜ୍ୟର ନାଗରିକମାନଙ୍କୁ ପ୍ରଦାନ କରାଯାଉଥିବା ବିଭିନ୍ନ ଡାକ ସେବା ଏବଂ ଭାରତୀୟ ଡାକର ଆଗାମୀ ଆଇଟି ଆଧୁନିକୀକରଣ ପ୍ରକଳ୍ପ ବିଷୟରେ ଅବଗତ କରାଇଥିଲେ ଯାହା ଅତ୍ୟନ୍ତ ଗ୍ରାହକ ଅନୁକୂଳ ହେବ । ଓଡ଼ିଶା ମଣ୍ଡଳ ମୁଖ୍ୟ ମହା ଡାକପାଳ ଓଡ଼ିଶାର ରାଜ୍ୟପାଳଙ୍କୁ ଗୋଟିଏ “ମାଇଁ ଷ୍ଟାମ୍ପ” ପ୍ରଦାନ କରିଥିଲେ ।

Leave A Reply

Your email address will not be published.