କରମତଲାଠାରେ ବିଜେପିର ସାଙ୍ଗଠନିକ ବୈଠକ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ସଇଁନ୍ତଲା ବ୍ଳକ କରମତଳାଠାରେ ଆଜି ବିଜେପି ବରିଷ୍ଠ ନେତା ମହେନ୍ଦ୍ର କୁମାର ଠାକୁରଙ୍କ ନେତୃତ୍ୱରେ ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ଜୋରସୋରରେ ପ୍ରଚାର ପ୍ରସାର ଆରମ୍ଭ ହୋଇଥିବା ବେଳେ ସ୍ଥାନୀୟ ଜନସାଧାରଣ ଓ ବିଜେପିର କର୍ମୀମାନଙ୍କୁ ନେଇ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ବିଜେପିର ଶତାଧିକ କର୍ମୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.