pakka

ଢେଙ୍କାନାଳ ଜିଲ୍ଲା ସଦର ମହକୁମାରେ ୭୩ତମ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

bbehera

ଢେଙ୍କାନାଳ (ତାପସ ଦାସ) : ଢେଙ୍କାନାଳ ଜିଲ୍ଲା ସଦର ମହକୁମାରେ ୭୩ ତମ ସାଧାରଣନ୍ତ୍ରତ ଦିବସ ପାଳନ ନିମନ୍ତେ ଆଜି ଅପରାହ୍ନରେ ଜିଲ୍ଲାପାଳ କାର୍ଯ୍ୟାଳୟସ୍ଥ ସଦ୍‌ଭାବନା ସଭାଗୃହରେ ଜିଲ୍ଲାପାଳ ସରୋଜ କୁମାର ସେଠିଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ସମ୍ପ୍ରତି କରେନାର ଦୃତ ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ମାର୍ଗ ଦର୍ଶିକା ଅନୁଯାୟୀ ପବିତ୍ର ସାଧାରଣନ୍ତ୍ରତ ଦିବସ ପାଳନ କରାଯିବ । କରୋନା ସଂକ୍ରମଣକୁ ସମ୍ପୂର୍ଣ୍ଣ ନିୟନ୍ତ୍ରଣ କରିବା ପାଇଁ ଉତ୍ସବରେ ସର୍ବସାଧାରଣଙ୍କ ସମାଗମକୁ ପ୍ରଶାସନ ପକ୍ଷରୁ ବାରଣ କରାଯାଇଛି । ଏଥିପାଇଁ ଜିଲ୍ଲାପାଳ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି ।

jay balangir
Leave A Reply

Your email address will not be published.

5 × five =