ଓଡ଼ିଶା ଦିବସ ମହାସମାରୋହରେ ପାଳନ କରାଯିବା ନେଇ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆସନ୍ତା ଓଡ଼ିଶା ଦିବସ ମହାସମାରୋହରେ ପାଳନ କରାଯିବ । ଏଥି ନିମନ୍ତେ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ତଥା ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ । ଓଡିଶା ଦିବସ ଦିନ ନିର୍ଦ୍ଦିଷ୍ଟ ସମୟରେ ସମଗ୍ର ରାଜ୍ୟରେ ବନ୍ଦେ ଉତ୍କଳ ଜନନୀ ଗାନ କରାଯିବ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

6 − one =