pakka

ଜିଲ୍ଲା ମହିଳା ମୋର୍ଚ୍ଚାର କାର୍ଯ୍ୟକାରିଣୀ ବୈଠକ

bbehera

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡଠାରେ ବିଜେପି ଜିଲ୍ଲା ମହିଳା ମୋର୍ଚ୍ଚାର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ସଭାପତି ପଙ୍କଜିନୀ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବଲାଙ୍ଗିର ସାଂସଦ ସଙ୍ଗିତା କୁମାରୀ ସିଂହଦେଓ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ପୂର୍ବ ମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ଜିଲ୍ଲା ବିଜେପି ସଭାପତି ଶିବାଜୀ ମହାନ୍ତି, ଶୈଳବାଳା ବାଗ, ଆରତୀ ଗୁରୁ, ନିଭୃତି କୁମାରୀ ମଞ୍ଚାସୀନ ଥିଲେ । ଆଗାମୀ ଦିନରେ ବିଜେପି ମହିଳା ସଂଗଠନକୁ ଆହୁରି ମଜଭୁତ କରାଯିବ ଉପରେ ଆଲୋଚନା ହୋଇଥିଲା ।

Leave A Reply

Your email address will not be published.

3 × one =