pakka

ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

bbehera

ଭାଲୁମୁଣ୍ଡା, (କେପିଏନ୍‌ଏସ୍‌) : ବଙ୍ଗୋମୁଣ୍ଡା ବ୍ଲକ୍‌ ଭାଲୁମୁଣ୍ଡା ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣଠାରେ ରଥଯାତ୍ରା ପାଇଁ ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା । ପୂଜକ ଧୁବଳେଶ୍ୱର ମିଶ୍ରଙ୍କ ନେତୃତ୍ୱରେ ଅନୁଷ୍ଠିତ ବୈଠକରେ ଶାନ୍ତିଶୃଙ୍ଖଳା ସହ ରଥଯାତ୍ରା ଆୟୋଜନ କରିବା ବିଷୟରେ ଆଲୋଚନା ହୋଇଥିଲା । ମନ୍ଦିର ପରିଚାଳନା କମିଟି ସଭାପତି ମହୀନ୍ଦ୍ର ମେହେର, ସମ୍ପାଦକ ଲକ୍ଷ୍ମଣ ମେହେର, ପୂର୍ବ ସରପଞ୍ଚ ଉପେନ୍ଦ୍ର ମେହେର ପ୍ରମୁଖ ଉପସ୍ଥିତ ଥିଲେ ।

jay balangir
Leave A Reply

Your email address will not be published.

13 + 10 =

error: Content is protected !!