ବିଙ୍ଗ ହ୍ୟୁମାନ ଫାଉଣ୍ଡେସନର ପ୍ରସ୍ତୁତି ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ତରଫରୁ ଆଗାମୀ ଦିନରେ ଆୟୋଜିତ ହେବାକୁ ଥିବା ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ ପାଇଁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବିଙ୍ଗ ହ୍ୟୁମାନ ମହିଳା ଶାଖାର ଉପଦେଷ୍ଟା ତଥା ପୌରାଧ୍ୟକ୍ଷା ଲିକା ସାହୁ, ଉପଦେଷ୍ଟା ପ୍ରଭାସ ପାଣିଗ୍ରାହୀ, ରତନ ମହାରଣା, ବୁଲୁ ବେହେରା, ଶୁଭମ ଦର୍ଜୀ, ସୁଧାଂଶୁ ମିଶ୍ର ସହ ଅନୁଷ୍ଠାନର ବହୁ ସଦସ୍ୟ ସଦସ୍ୟା ଉପସ୍ଥିତ ଥିଲେ ।

Leave A Reply

Your email address will not be published.

18 − thirteen =