ଭୁବନେଶ୍ୱର, (କେପିଏନ୍ଏସ୍) : ସାଧାରଣତନ୍ତ୍ର ଦିବସ ପାଳନ ନେଇ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସାଧାରଣତନ୍ତ୍ର ଦିବସ-୨୦୨୩ ପାଳନର ରୂପରଖେ ସଂପର୍କରେ ଏକ ପ୍ରସ୍ତୁତି ବୈଠକ ବିଭାଗୀୟ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ସାଧାରଣତନ୍ତ୍ର ଦିବସରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବେ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ରାଷ୍ଟ୍ରୀୟ ସମାରୋହରେ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି ।
Prev Post