କୋଣାର୍କ : ଜାନୁୟାରୀ ୨୭ ଓ ୨୮ ତାରିଖରେ ଚନ୍ଦ୍ରଭାଗା ତୀର୍ଥରେ ମାଘ ସପ୍ତମୀ ବୁଡ଼ । ଏଥି ନିମନ୍ତେ ଶୁକ୍ରବାର ଅପରାହ୍ନରେ ଯାତ୍ରୀନିବାସ ସମ୍ମିଳନୀ କକ୍ଷରେ ନୀତି ସମ୍ପାଦନ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉପଜିଲ୍ଲାପାଳ ଭବତାରଣ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରରେ ମାହେନ୍ଦ୍ରବେଳାରେ ତିନି ଠାକୁରଙ୍କ ଚନ୍ଦ୍ରଭାଗା ତୀର୍ଥକୁ ଶୋଭାଯାତ୍ରା ଓ ସ୍ନାନ ନୀତି ନିର୍ଘଣ୍ଟ ନିର୍ଦ୍ଧାରଣ କରାଯାଇଛି ।
Next Post