om academy

ହରଭଙ୍ଗା ବ୍ଲକ କାର୍ଯ୍ୟାଳୟଠାରେ ତୃତୀୟ ସାଧାରଣ ବୈଠକ ଅନୁଷ୍ଠିତ

jsm

ବୌଦ୍ଧ, (ସଞ୍ଜୟ କୁମାର ନନ୍ଦ) : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ କାର୍ଯ୍ୟାଳୟ ପରିସରରେ ହରଭଙ୍ଗା ବିଡିଓଙ୍କ ଅଧ୍ୟକ୍ଷତାରେ ହରଭଙ୍ଗା ପଞ୍ଚାୟତ ସମିତିର ତୃତୀୟ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ହରଭଙ୍ଗା ବ୍ଲକ ଅଧ୍ୟକ୍ଷ ସରୋଜ ପ୍ରଧାନ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ପ୍ରଭାସିନୀ ଦାସ, ବିଧାୟକଙ୍କ ପ୍ରତିନିଧି ବିଶ୍ୱଜିତ ପ୍ରଧାନ ଏବଂ ଜିଲ୍ଲା ସାଂସଦ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.