ppurohit

କଂଗ୍ରେସ ଭବନ ପରିସରରେ କଂଗ୍ରେସର ଦ୍ୱିତୀୟ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

2nd

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦେଶ ସେବା, ତ୍ୟାଗ ଓ ବଳିଦାନର ୧୩୭ତମ ବର୍ଷ ପୂର୍ତ୍ତି ଉପଲକ୍ଷେ କଂଗ୍ରେସର ଦ୍ୱିତୀୟ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଆଜି ସ୍ଥାନୀୟ କଂଗ୍ରେସ ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର, ଏଆଇସିସି ସଭ୍ୟ ସମରେନ୍ଦ୍ର ମିଶ୍ର, ଜିଲ୍ଲା କଂଗ୍ରେସ କମିଟି ସଭାପତି ଦିଲୀପ ବେହେରା, ପାଟଣାଗଡ ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀ ରମେଶ ପୁରୋହିତ, ଲୋଇସିଂହା ନିର୍ବାନ ମଣ୍ଡଳୀର ବିଧାୟକ ପ୍ରାର୍ଥୀ ନବ ନାଏକ, ଜିଲ୍ଲା ମହିଳା କଂଗ୍ରେସ ସଭାନେତ୍ରୀ ମିଳନୀ ସାହୁ ପ୍ରମୁଖ ମଂଚାସୀନ ଥିବା ବେଳେ ସଭା ପ୍ରାରମ୍ଭରେ କରୋନାରେ ପ୍ରାଣ ହରାଇଥିବା ବିଭନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କ ଉଦ୍ଦେଶ୍ୟରେ ୧ ମିନିଟ ନୀରବ ପ୍ରାର୍ଥନ କରାଯାଇଥିଲା । ଏହାପରେ ସଭା ଆରମ୍ଭ କରାଯାଇଥିଲା ।

Leave A Reply

Your email address will not be published.