ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ମଲାଡ ପଞ୍ଚାୟତ ଅନ୍ତର୍ଗତ ରାଉଳି ବନ୍ଧ ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ବିଲରେ କାମ କରୁଥିବା ବେଳେ ହଠାତ୍ ବଜ୍ରପାତ ହୋଇଥିଲା ଗଞ୍ଜାମ ବ୍ଲକ ରାଉଳିବନ୍ଧ ଗାଁରେ ଚାଷ ଜମିରେ ବଜ୍ରପାତରେ ମିନି ଗୌଡ଼ (୫୨ ବର୍ଷ)ଙ୍କ ମୃତ୍ୟୁ ଘଟିଛି । ଗଞ୍ଜାମ ଥାନା ପୁଲିସ ଏବଂ ମଲାଡ଼ ଆରଆଇ ଘଟଣା ସ୍ଥଳରେ ପହଞ୍ଚିଛନ୍ତି ।
Next Post