pakka

ବଜ୍ରାଘାତରେ ଯୁବ ଚାଷୀଙ୍କ ମୃତ୍ୟୁ

bbehera

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରଗଡ଼ ବ୍ଲକ ଅନ୍ତର୍ଗତ କଳାପାଣି ଗ୍ରାମର ଜନୈକ ଯୁବ ଚାଷୀ ଏଗାର ଭୁଏଙ୍କ (୪୦) ବଜ୍ରାଘାତରେ ମୃତ୍ୟୁ ଘଟିଥିବା ଜଣାପଡିଛି । ସୂଚନା ଅନୁସାରେ ଆଜି ଅପରାହ୍ନରେ ବରଗଡ଼ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ହୋଇଥିଲା । ବଜ୍ରପାତ ସମୟରେ ଏଗାର ଭୁଏ ନିଜ ବିଲରେ କାମ କରୁଥିବା ବେଳେ ବଜ୍ରାଘାତ ଯୋଗୁଁ ତାଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ତାଙ୍କ ମୃତ୍ୟୁରେ କଳାପାଣି ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

Leave A Reply

Your email address will not be published.

three × two =