ଭୁବନେଶ୍ୱର : ଆଜିଠାରୁ ଆମ ରାଜ୍ୟରେ ଶୁଭାରମ୍ଭ ହେଉଛି “ବାଲ୍ ଆଧାର” କାର୍ଯ୍ୟକ୍ରମ । ଶିଶୁଙ୍କ ଜନ୍ମ ପରେ ପରେ ଆଧାର କାର୍ଡ ସଂଯୁକ୍ତ ସହ ଜନ୍ମ ପଞ୍ଜିକରଣ କରନ୍ତୁ । ଆଧାର ସଂଯୋଗ ଦ୍ୱାରା ସରକାରୀ ସେବା ପାଇବା ସହଜ ହୋଇଥାଏ । ଶିଶୁ ଜନ୍ମ ହୋଇଥିବା ଚିକିତ୍ସାଳୟ ସହ ଯୋଗାଯୋଗ କରି ବାଲ୍ଆଧାର ପ୍ରାପ୍ତ କରନ୍ତୁ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Prev Post