csstore

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସହଖ୍ୟା ୧୧ ବୋଲି ସରକାରୀ ସୂତ୍ରରେ କୁହାଯାଇଛି । ବଲାଙ୍ଗିର ପୌରାଂଚଳ ୱାର୍ଡ ନଂ. ୨, ୱାର୍ଡ ନଂ. ୧୦ ଏବଂ ୱାର୍ର୍ଡ ନଂ.୧୮ରୁ ଜଣେ ଲେଖାଏଁ, ମୁରିବାହାଲ ବ୍ଲକ ବାଙ୍କେଲ ଗ୍ରା.ପ.ରୁ ଜଣେ, ପାଟଣାଗଡ ଏନ୍‌ଏସି ୱାର୍ଡ ନଂ.୧ରୁ ଜଣେ, ସଇଁନ୍ତଲା ବ୍ଲକ ସଇଁନ୍ତଲା ଗ୍ରା.ପ.ରୁ ଜଣେ ଏବଂ ଟିଟିଲାଗଡ ପୌରାଚଂଳ ୱାର୍ଡ ନଂ. ୯ ରୁ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।

jayashree
Leave A Reply

Your email address will not be published.