ବଲାଙ୍ଗିର ଜିଲ୍ଲାରେ ଆଜି ୭୭ ଆକ୍ରାନ୍ତ ଚିହ୍ନଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି ୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିର ପୌରାଂଚଳରୁ ୭ ଜଣ ସଂକ୍ରମିତ ହୋଇଛନ୍ତି । ସେହିପରି ଆଗଲପୁର ବ୍ଲକରୁ ୨ ଜଣ, ବଲାଙ୍ଗିର ବ୍ଲକରୁ ୫ ଜଣ, ବଙ୍ଗୋମୁଣ୍ଡା ବ୍ଲକ ୭ ଜଣ, ବେଲପଡ଼ା ବ୍ଲକରୁ ୧୩ ଜଣ, ଦେଓଗାଁ ବ୍ଲକରୁ ୨ ଜଣ, ଗୁଡ଼ଭେଲା ବ୍ଲକରୁ ୪ ଜଣ, ଖପ୍ରାଖୋଲ ବ୍ଲକରୁ ୧୬ ଜଣ, ଲୋଇସିଂହା ବ୍ଲକରୁ ଜଣେ, ପାଟଣାଗଡ଼ ବ୍ଲକରୁ ଜଣେ, ସଇଁନ୍ତଲା ବ୍ଲକରୁ ୨ ଜଣ, ଟିଟିଲାଗଡ଼ ବ୍ଲକରୁ ଜଣେ, ଟିଟିଲାଗଡ଼ ମ୍ୟୁନିସିପାଲିଟି ଅଂଚଳରୁ ଜଣେ ଓ ତୁରେକେଲା ବ୍ଲକରୁ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରୁ ଜଣାପଡ଼ିଛି ।

Leave A Reply

Your email address will not be published.

15 − 11 =