csstore

ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ ରହିଥିବା ସରାକାରୀ ସୂତ୍ରରେ କୁହାଯାଇଛି । ଆଗଲପୁର ବ୍ଲକ ଆଗଲପୁର ଗ୍ରା.ପ.ରୁ ଜଣେ, ବଲାଙ୍ଗିର ପୌରାଂଚଳ ୱାର୍ଡ ନଂ.୪ରୁ ଜଣେ, ଦେଓଗାଁ ବ୍ଲକ କୁତୁର୍ଲା ଗ୍ରା.ପ.ରୁ ଜଣେ, ଲୋଇସିଂହା ବ୍ଲକ ସରଗାଡ ଗ୍ରା.ପ.ରୁ ଜଣେ, ସଇଁନ୍ତଲା ବ୍ଲକ ସଇଁନ୍ତଲା ଗ୍ରା.ପ.ରୁ ଜଣେ, ଟିଟିଲାଗଡ ପୌରାଂଚଳ ୱାର୍ଡ ନଂ. ୩ରୁ ଜଣେ, ତୁରେକେଲା ବ୍ଲକ ତୁରେକେଲା ଗ୍ରା.ପ.ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।

jayashree
Leave A Reply

Your email address will not be published.