ଆଜି ବଲାଙ୍ଗିର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ରହିଥିବା ସରକାରୀ ସୂତ୍ରରେ କୁହାଯାଇଛି । ଆଗଲପୁର ବ୍ଳକ ଲୁହୁରାମୁଣ୍ଡା ଗ୍ରା.ପ.ରୁ ଜଣେ, ବଲାଙ୍ଗିର ପୌରାଂଚଳ ୱାର୍ଡ ନଂ.୭ରୁ ୨ ଜଣ, ବଙ୍ଗୋମୁଣ୍ଡା ବ୍ଲକ ବଙ୍ଗୋମୁଣ୍ଡା ଗ୍ରା.ପ.ରୁ ୩ ଜଣ, ଗୁଡେଭେଲା ବ୍ଳକ ଗୁଡେଭେଲା ଗ୍ରା.ପ.ରୁ ଜଣେ, ଖପ୍ରାଖୋଲ ବ୍ଲକ କରୁଆଁଝର ଗ୍ରା.ପ.ରୁ ଜଣେ, ଲୋଇସିଂହା ବ୍ଲକ ଉପରବାହାଲ ଗ୍ରା.ପ.ରୁ ଜଣେ ଏବଂ ସଇଁନ୍ତଲା ବ୍ଲକ ସଇଁନ୍ତଲା ଗ୍ରା.ପ.ରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.