centurian jitm

ବଲାଙ୍ଗିର ଜିଲ୍ଲାରେ ଆଜି ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪

nschool

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ରହିଥିବା ସରକାରୀ ସୂତ୍ରରେ କୁହାଯାଇଛି । ବଲାଙ୍ଗିର ପୌରାଂଚଳ ୱାର୍ଡ ନଂ.୧୦ରୁ ଜଣେ, ପାଟଣାଗଡ ବ୍ଲକ ଖୁଣ୍ଟସମଲେଇ ଗ୍ରା.ପ.ରୁ ଜଣେ ଏବଂ ସଇଁନ୍ତଲା ବ୍ଲକ ବଡମାଲ ଗ୍ରା.ପ.ରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.