om academy

ଆଜି ବଲାଙ୍ଗିର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬

jsm

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ରହିଥିବା ସରକାରୀ ସୂତ୍ରରେ କୁହାଯାଇଛି । ବଲାଙ୍ଗିର ପୌରାଂଚଳ ୱାର୍ଡ ନଂ. ୧୯ରୁ ୪ ଜଣ ଏବଂ ୱାର୍ଡ ନଂ.୨ରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଟିଟିଲାଗଡ ପୌରାଂଚଳ ୱାର୍ଡ ନଂ.୧୧ରୁ ଜଣେ ଆକ୍ରାନ୍ତ କରୋନାରେ ସଂକ୍ରମିତ ହୋଇଛନ୍ତି ।

Leave A Reply

Your email address will not be published.