cnc1

ବଲାଙ୍ଗିର ଜିଲ୍ଲାରେ ଆଜି ନୂତନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪

bholanath

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି ନୂତନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ରହିଥିବା ସରକାରୀ ସୂତ୍ରରେ କୁହାଯାଇଛି । ପୁଇଁନ୍ତଲା ବ୍ଲକ ଛତାମଖନା ଗ୍ରା.ପ.ରୁ ଜଣେ, ବଲାଙ୍ଗିର ପୌରାଂଚଳ ୱାର୍ଡ ନଂ. ୨ରୁ ୨ଜଣ ଏବଂ ୱାର୍ଡ ନଂ. ୩ରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିଛି ।

Leave A Reply

Your email address will not be published.

one × 2 =