oom

ଗଜଲକ୍ଷ୍ମୀ ପୂଜାରେ ପୁର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ

jsmm

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ବ୍ଲକ ଶିବତଲା ଗ୍ରାମରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ବଡ଼ ଧୁମ୍‌ଧାମ୍‌ରେ ପାଳିତ ହୋଇଯାଇଛି । ଏହି ଅବସରରେ ପୁର୍ବତନ ମନ୍ତ୍ରୀ ତଥା ସାସଂଦ ଅନଙ୍ଗ ଉଦୟ ସିଂହଦେଓ ଯୋଗ ଦେଇଥିବା ବେଳେ ଶ୍ରୀ ସିଂହଦେଓଙ୍କୁ ପୂଜା କିମଟି ପକ୍ଷରୁ ଭବ୍ୟ ସ୍ୱାଗତ କରାଯାଇଥିଲା । ଶ୍ରୀ ସିଂହଦେଓ ଉପସ୍ଥିତ ଜନସାଧାରଣ ମାନଙ୍କ ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟବିଷୟରେ ଆଲୋଚନା କରିଥିଲେ ।

jittmm
Leave A Reply

Your email address will not be published.