ଓଡିଶା ରାଜ୍ୟ ହାଉସିଂ ବୋର୍ଡର ଅଧ୍ୟକ୍ଷ ଭାବରେ ଦାୟିତ୍ୱ ଗ୍ରହଣ କଲେ ବଲାଙ୍ଗିରର ପୁର୍ବତନ ସାସଂଦ କଳିକେଶ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଓଡିଶା ରାଜ୍ୟ ହାଉସିଂ ବୋର୍ଡର ଅଧ୍ୟକ୍ଷ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି ବଲାଙ୍ଗିରର ପୁର୍ବତନ ସାସଂଦ ତଥା ବିଜୁ ଜନତା ଦଳର ବରିଷ୍ଠ ରାଜ୍ୟ ସାଧାରଣ ସମ୍ପାଦକ କଳିକେଶ ନାରାୟଣ ସିଂହଦେଓ । ଆଜି ସେ ବିଧିବଦ୍ଧ ଭାବରେ ସେ ଏହି ଦାୟିତ୍ୱକୁ ଗ୍ରହଣ କରିବା ସହ ଏହି ପଦବୀ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

Leave A Reply

Your email address will not be published.

eight + 2 =

error: Content is protected !!