om academy

କଣ୍ଟାବାଞ୍ଜି ଲଳିତ ଜୈନଙ୍କ ମୃତ୍ୟୁ ଘଟଣାକୁ ଉଚ୍ଚସ୍ତରୀୟ ତଦନ୍ତ କରିବା ଦାବିରେ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହେଲେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ

jsm

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି କଣ୍ଟାବାଞ୍ଜି ଲଳିତ ଜୈନଙ୍କ ମୃତ୍ୟୁ ଘଟଣାକୁ ଉଚ୍ଚସ୍ତରୀୟ ତଦନ୍ତ କରିବା ଦାବିରେ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନର ସଦସ୍ୟମାନେ । ଲଳିତ ଜୈନଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟାକରାଯାଇଛି ବୋଲି ସାଧାରଣରେ ଆଲୋଚନା ହେଉଥିବା ବେଳେ ତାଙ୍କ ବାପା ମଧ୍ୟ ମୋର ପୁଅକୁ ହତ୍ୟା କରାଯାଇଛି ବୋଲି ଅଭିଯୋଗ କରିଛନ୍ତି । ତେବେ ଏହାର ଉଚ୍ଚସ୍ତରୀୟ ତଦନ୍ତ କରାଯାଉ ବୋଲି ଜିଲ୍ଲାପାଳ ଚଂଚଳ ରାଣାଙ୍କ ଠାରେ ଦାବୀ କରିଛନ୍ତି ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନର ସଦସ୍ୟମାନେ ।

Leave A Reply

Your email address will not be published.