ବଲାଙ୍ଗିର ଜିଲ୍ଲାରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫ : ଆଜି କରୋନା ଆକ୍ରାନ୍ତ ଚିହ୍ନଟ ୩

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ ସୂଚନା ଦିଆଯାଇଛି । ବଲାଙ୍ଗିର ପୌରାଞ୍ଚଳ ୱାର୍ଡ ନଂ. ୯ରୁ ଜଣେ, କଣ୍ଟାବାଞ୍ଜି ଏନ୍‌ଏସି‌ ୱାର୍ଡ ନଂ. ୬ ଏବଂ ୧୨ରୁ ଜଣେ ଲେଖାଏଁ କରେନାରେ ଚିହ୍ନଟ ହୋଇଛନ୍ତି । ଏବେ ଜିଲ୍ଲାରେ ୨୫ ଜଣ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ରହିଥିବା ଜଣାପଡ଼ିଛି ।

Leave A Reply

Your email address will not be published.