ls

ବଲାଙ୍ଗିର ଜିଲ୍ଲାରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦ : ଆଜି କରୋନା ଆକ୍ରାନ୍ତ ଚିହ୍ନଟ ୫

2020

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାରେ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ ସୂଚନା ଦିଆଯାଇଛି । ବଲାଙ୍ଗିର ପୌରାଞ୍ଚଳ ୱାର୍ଡ ନଂ. ୧୮ ଏବଂ ୧୯ରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ବେଲପଡା ବ୍ଲକ ସାଲଣ୍ଡି ଗ୍ରା.ପ.ରୁ ଏବଂ ଭରୁଆପାଲିରୁ ଜଣେ ଲେଖାଏଁ ଏବଂ ସଇଁନ୍ତଲା ବ୍ଲକ ସଇଁନ୍ତଲା ଗ୍ରା.ପ.ରୁ ଜଣେ କରେନାରେ ଆକ୍ରାନ୍ତ ହୋଇଛନ୍ତି । ଏବେ ଜିଲ୍ଲାରେ ୩୦ ଜଣ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ରହିଥିବା ଜଣାପଡ଼ିଛି ।

Leave A Reply

Your email address will not be published.