jsm

ବେନିୟମ ଭାବେ ବାଲି ଚାଲାଣ : ୬୭ ହଜାର ଟଙ୍କା ଜୋରିମାନା ଆଦାୟ

csstore

ସୁବର୍ଣ୍ଣପୁର, (ପ୍ରଭୂଦତ୍ତ ରଥ) : ସୋନପୁର- ମନମୁଣ୍ଡା ବ୍ରିଜ ତଳ ତେଳ ନଦୀରୁ ୪ଟି ଟ୍ରାକ୍ଟର ଓ ଗୋଟିଏ ହାଇୱାକୁ ବେନିୟମ ଭାବେ ବାଲି ଚାଲାଣ କରୁଥିବା ସମୟରେ ଉପଜିଲ୍ଲାପାଳ, ସୋନପୁର ନିହାର ରଞ୍ଜନ କଁହରଙ୍କ ନିଦ୍ଦେଶକ୍ରମେ ତହସିଲଦାର ସୋନପୁର ନବୀନ କିଶୋର ପାଢ଼ୀ ଚଢ଼ାଉ କରି ବେନିୟମ ବାଲି ଚାଲାଣ ନିମନ୍ତେ ୬୭ ହଜାର ଟଙ୍କା ଜୋରିମାନା ଆଦାୟ କରିଛନ୍ତି । ଏହି ଚଢ଼ାଉ ସମୟରେ ଅତିରିକ୍ତ ତହସିଲଦାର ପ୍ରମୋଦ କୁମାର ମେହେର, ରାଜସ୍ୱ ନିରୀକ୍ଷକ ସୁଧୀର କୁମାର ପାଣ୍ଡିଆ, ଜରାସିଂ ବରିହା ରେଭେନ୍ୟୁ ସୁପରଭାଇଜର ତଥା ବିଭାଗୀୟ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ ।

yuvodaya
Leave A Reply

Your email address will not be published.