ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ମାନସ ସାହୁଙ୍କ ବାଲୁକା କଳା

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଆଜି ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଅନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ପୁରୀ ବେଳାଭୂମିରେ ମହିଳାମାନଙ୍କୁ ସମ୍ମାନ ଜଣାଇ ବାଲୁକା କଳା ନିର୍ମାଣ କରିଛନ୍ତି । ଚଳିତ ବର୍ଷର ଥିମ୍‌କୁ ଆଧାର କରି ପୁରୀର ଲାଇଟ୍ ହାଉସ୍ ନିକଟସ୍ଥ ବେଳାଭୂମିରେ ବାଲୁକା କଳା ନିର୍ମାଣ କରିଛନ୍ତି । ସେ ତାଙ୍କ ବାଲୁକା କଳା ମାଧ୍ୟମରେ ନାରୀମାନଙ୍କୁ ସମ୍ମାନ ଜଣାଇବା ସହିତ ପୁରୁଷ ଏବଂ ନାରୀମାନଙ୍କ ମଧ୍ୟରେ ପକ୍ଷପାତ ନକରି ସମ ଦୃଷ୍ଟିରେ ଦେଖିବା ସହିତ ନାରୀମାନଙ୍କର ସମାଜରେ ସମାନ ଅଧିକାର ଥିବାର ବାର୍ତ୍ତା ଦେଇଛନ୍ତି ।

Leave A Reply

Your email address will not be published.