ବିଶ୍ଵ ମାତୃ ଦିବସ ଅବସରରେ ବାଲୁକା ଶିଳ୍ପୀ ମାନସ ସାହୁଙ୍କ ବାଲୁକା କଳା

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଆଜି ବିଶ୍ଵ ମାତୃ ଦିବସ ଅବସରରେ ପୁରୀର ଲାଇଟ ହାଉସ୍ ବେଳାଭୂମିରେ ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁଙ୍କ ବାଲୁକା କଳା ପ୍ରଦର୍ଶନ । ସବୁ ମା’ମାନଙ୍କୁ ସମ୍ମାନ ଜଣାଇ ସେ ଏହି ବାଲୁକା କଳା ନିର୍ମାଣ କରିଛନ୍ତି । ଏହି ବାଲୁକା କଳାରେ ସେ ମା’ ଏବଂ ସନ୍ତାନର ସୁନ୍ଦର ସମ୍ପର୍କକୁ ଚିତ୍ରଣ କରିବା ସହିତ ସମସ୍ତଙ୍କୁ ମା’ର ସର୍ତ୍ତଶୂନ୍ୟ ଭଲପାଇବାକୁ ନ ଭୁଲିବାକୁ ବାର୍ତ୍ତା ଦେଇଛନ୍ତି ।

Leave A Reply

Your email address will not be published.

15 + sixteen =