ଯୁଧିଷ୍ଠିର ମିଶ୍ର ଆଇନ ମହାବିଦ୍ୟାଳୟରେ ବନ ମହୋତ୍ସବ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଯୁଧିଷ୍ଠିର ମିଶ୍ର ଆଇନ ମହାବିଦ୍ୟାଳୟଠାରେ ଅଧ୍ୟକ୍ଷ ସଞ୍ଜିବ ପ୍ରଧାନଙ୍କ ଅଧ୍ୟକ୍ଷତାରେ ବନ ମହୋତ୍ସବ ପାଳିତ ହୋଇଯାଇଅଛି । ଉକ୍ତ କାର୍ଯ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ଯୋଗଦାନ କରିଥିଲେ । ଏହି ଅବସରରେ ସମସ୍ତେ ମିଳି ମିଶି ଶପଥ ଗ୍ରହଣ କଲେ ଯେ, ପ୍ରତ୍ୟେକ ବ୍ୟକ୍ତି ଅନ୍ତତଃ ଗୋଟିଏ ଲେଖାଏଁ ଗଛ ଲଗାଇବେ ।

Leave A Reply

Your email address will not be published.