jsm

ବଲାଙ୍ଗିର ଆୟୁର୍ବେଦିକ କଲେଜ ଠାରେ ବନ ବିଭାଗ ପକ୍ଷରୁ ବନ ମହୋତ୍ସବ ଅନୁଷ୍ଠିତ

csstore

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଆୟୁର୍ବେଦିକ କଲେଜ ଠାରେ ବନ ବିଭାଗ ପକ୍ଷରୁ ବନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବଲାଙ୍ଗିର ପୌରପରିଷଦର ପୌରାଧ୍ୟକ୍ଷା ଲିକା ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନିଜେ ଗଛ ଲଗାଇବା ସହ ଅନ୍ୟମାନଙ୍କୁ ଗଛ ଲଗାଇବା ପାଇଁ କହିଥିବା ବେଳେ ଆୟୁର୍ବେଦିକ କଲେଜର ଛାତ୍ରଛାତ୍ରୀମାନଙ୍କ ସହ ବନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

yuvodaya
Leave A Reply

Your email address will not be published.