ପୃଥୀରାଜ ଉଚ୍ଚ ବିଦ୍ୟାଳୟ ପରିସରରେ ବନ ମହୋତ୍ସବ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ପୃଥୀରାଜ ଉଚ୍ଚ ବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ ମହୋତ୍ସବ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସନ୍ତୋଷିନୀ ସେଠି, ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରମାନେ ମିଳିତ ଭାବେ ବୃକ୍ଷ ରୋପଣ କରିଥିଲେ ।

Leave A Reply

Your email address will not be published.