pakka

ସରସ୍ୱତୀ ଶିଶୁ ମନ୍ଦିରରେ ବନ ମହୋତ୍ସବ ପାଳିତ

bbehera

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ବନ ମହୋତ୍ସବ ପାଳିତ ହୋଇଯାଇଛି । ଏଥିରେ ରେଞ୍ଜ ଅଧିକାରୀ ରାଜକିଶୋର ନାଏକ, ଶିକ୍ଷକ ଭକ୍ତଚରଣ ନାଏକ ଅତିଥି ଭାବେ ଯୋଗ ଦେଇଥିଲେ । ବରିଷ୍ଠ ଆଚାର୍ଯ୍ୟ ନିତ୍ୟାନନ୍ଦ ପଧାନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ପ୍ରଧାନ ଆଚାର୍ଯ୍ୟ ସନାତନ ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ପରିଚାଳନା ସମିତି ସମ୍ପାଦକ ପ୍ରତାପ ବହିଦାର ଧନ୍ୟବାଦ ଅର୍ପଣ କରିଥିଲେ ।

jay balangir
Leave A Reply

Your email address will not be published.

3 × five =

error: Content is protected !!