csstore

ସଇଁନ୍ତଲା ବାଳିକା ବିଦ୍ୟାଳୟରେ ବନ ମହୋତ୍ସବ ସପ୍ତାହ ପାଳିତ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ବାଳିକା ବିଦ୍ୟାଳୟ ପରିସରରେ ଆଜି ବନ ମହୋତ୍ସବ ସପ୍ତାହ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ଦଳ ବରିଷ୍ଠ ନେତା ସୁରେନ୍ଦ୍ର ସିଂ ଭୋଇ ଯୋଗ ଦେଇ ବୃକ୍ଷ ରୋପଣ କରିଥିଲେ । ପ୍ରଧାନ ଶିକ୍ଷକ ଭୀମସେନ ଦେହେରୀଙ୍କ ସଭାପତିତ୍ୱରେ ଜ୍ୟୋତ୍ସ୍ନାମୟୀ ତ୍ରିପାଠୀ, ବୀଣାପାଣି ନନ୍ଦ, ଝସକେତନ ମନହୀରା, ନିପନ ନାଏକ, ବ୍ରହ୍ମା ଭୋଇ, ବାସୁଦେବ ସୁନାନି, ଗୌରୀ ରଣା, ସୁଜାତା ବାରିକ, ଏଲିଜାବେଥ ନାଗ ପ୍ରମୁଖଙ୍କ ଉପସ୍ଥିତରେ ବୃକ୍ଷ ରୋପଣ କରାଯାଇଥିବା ବେଳେ ଶିକ୍ଷୟତ୍ରୀ ରଞ୍ଜିତା ମିଶ୍ର ପରିଚାଳନା କରିଥିଲେ ।

jayashree
Leave A Reply

Your email address will not be published.