ବିଜେପି ପକ୍ଷରୁ ମୟୂରଭଞ୍ଜରେ ୧୨ ଘଣ୍ଟିଆ ବନ୍ଦ ପାଳନ

ମୟୂରଭଞ୍ଜ : ଆଜି ବିଜେପି ପକ୍ଷରୁ ମୟୂରଭଞ୍ଜ ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି । ରାଷ୍ଟ୍ରପତିଙ୍କ ବାରିପଦା ଗସ୍ତ ବେଳେ ବିଦ୍ୟୁତ୍‌ ବିଭ୍ରାଟ ପ୍ରତିବାଦରେ ବିଜେପି ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି । ରାଇରଙ୍ଗପୁର, କରଞ୍ଜିଆ, ଉଦଳାର ବିଭିନ୍ନ ସ୍ଥାନରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି ।

Leave A Reply

Your email address will not be published.

eight + two =