pakka

ଆଜି ୧୨ ଘଣ୍ଟିଆ କନ୍ଧମାଳ ବନ୍ଦ

bbehera

କନ୍ଧମାଳ : କନ୍ଧମାଳ ବିକାଶ ପରିଷଦ ପକ୍ଷରୁ ଆଜି ୧୨ ଘଣ୍ଟିଆ କନ୍ଧମାଳ ବନ୍ଦ ଡାକରା ଦିଆଯାଇଛି । ଜିଲ୍ଲାକୁ ରେଳ ସଂଯୋଗ ଦାବୀରେ ଉକ୍ତ ବନ୍ଦ ଡାକରା ଦିଆଯାଇଥିବା ବେଳେ ଦୋକାନ ବଜାର ଓ ଗାଡ଼ି ଚଳାଚଳ ବନ୍ଦ ରହିଥିବା ଜଣାପଡିଛି ।

jay balangir
Leave A Reply

Your email address will not be published.

three × 5 =

error: Content is protected !!