ଆସନ୍ତାକାଲି ବଲାଙ୍ଗିର ବନ୍ଦ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତାକାଲି ଶୁକ୍ରବାର ଦିନ ବିଭିନ୍ନ କୃଷକ ସଂଗଠନ ପକ୍ଷରୁ ଏମ୍‌ଏସ୍‌ପି ଗ୍ୟାରେଣ୍ଟି ଦାବି ଓ ଉତ୍କଟ ବେକାରୀ ସମସ୍ୟା ଏବଂ କେନ୍ଦ୍ର ସରକାରଙ୍କ ଜନ ବିରୋଧୀ ନୀତି ବିରୁଦ୍ଧରେ ଭାରତ ବନ୍ଦ ଡାକରା ଦିଆଯାଇଛି । ଏହି ବନ୍ଦକୁ ଭାରତୀୟ ଜାତୀୟ କଂଗ୍ରେସ ଦଳ ପୂର୍ଣ୍ଣ ସମର୍ଥନ କରୁଥିବାରୁ ଆସନ୍ତାକାଲି ସକାଳ ସମୟ ୭ଟାରୁ ପିକେଟିଂ କରି ବନ୍ଦ କରିବାର କାର୍ଯ୍ୟକ୍ରମ ରହିଛି ।

Leave A Reply

Your email address will not be published.

14 + sixteen =