oum

ବିଜେପି ପକ୍ଷରୁ ଆଜି ନୂଆପଡ଼ା ଜିଲ୍ଲା ବନ୍ଦ ଡାକରା

jsm

ନୂଆପଡ଼ା : ନୂଆପଡ଼ା ଜିଲ୍ଲାର ଚାଷୀ ସମସ୍ୟା ତଥା ଧାନକିଣା ଦୁର୍ନୀତିର ସିବିଆଇ ତଦନ୍ତ ଦାବିରେ ଆଜି ନୂଆପଡ଼ା ବିଜେପି ପକ୍ଷରୁ ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଜିଲ୍ଲା ୫ଟି ବ୍ଳକ ଓ ୩ଟି ଏନ୍‌ଏସି ସଂପୂର୍ଣ୍ଣ ଭାବେ ବନ୍ଦ ପାଳନ କରାଯାଉଛି । ନୂଆପଡ଼ାରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରସନ୍ନ ପାଢ଼ୀ, ଯୁବମୋର୍ଚ୍ଚା ସଭାପତି ଅଭିନନ୍ଦନ ପଣ୍ଡା, ସଦାନନ୍ଦ ଯୋଶୀ ଓ ବିଜୟ ଚନ୍ଦ୍ର ପାଲଙ୍କ ନେତୃତ୍ୱରେ ବିଜେପି କର୍ମୀମାନେ ବିଭିନ୍ନ ସ୍ଥାନରେ ପିକେଟିଂ କରୁଥିବା ପରିଲକ୍ଷିତ ହୋଇଛି ।

Leave A Reply

Your email address will not be published.