pakka

ସ୍ୱତନ୍ତ୍ର ଜିଲ୍ଲା ଦାବୀ ନେଇ କଣ୍ଟାବାଞ୍ଜିରେ ୧୨ ଘଣ୍ଟିଆ ବନ୍ଦ ପାଳନ

bbehera

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ସ୍ୱତନ୍ତ୍ର ଜିଲ୍ଲା ଦାବୀ ନେଇ ଆଜି କଣ୍ଟାବାଞ୍ଜିରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ ହେଉଥିବା ବେଳେ ଏଥିରେ ବିଭିନ୍ନ ସଙ୍ଗଠନ ଓ ବୁଦ୍ଧିଜୀବୀ ସାମିଲ ହୋଇଥିବା ଜଣାପଡିଛି । ବନ୍ଦ ବେଳେ ସମସ୍ତ କାର୍ଯ୍ୟାଳୟ, ସ୍କୁଲ, କଲେଜ ଆଦିରେ ତାଲା ପଡିଥିବା ବେଳେ ସମ୍ପୂର୍ଣ୍ଣ ଶାନ୍ତି ଶୃଙ୍ଖଳାର ସହ ବନ୍ଦ ପାଳନ ହେଉଥିବା ଜଣାପଡିଛି ।

jay balangir
Leave A Reply

Your email address will not be published.

8 + 5 =

error: Content is protected !!