om academy

ହୀରାକୁଦର ଆଉ ୪ଟି ଗେଟ୍ ବନ୍ଦ ହେଲା

jsm

ସମ୍ୱଲପୁର : ବନ୍ଦ ହେଉଛି ହୀରାକୁଦରୁ ଗୋଟିଏ ପରେ ଗୋଟିଏ ଗେଟ୍ । ଜଳଭଣ୍ଡାରକୁ ଜଳ ପ୍ରବେଶ କମୁଛି । ତେବେ ଆଜି ଆଉ ୪ଟି ଗେଟ୍ ବନ୍ଦ ହୋଇଛି । ଏବେ ହୀରାକୁଦରୁ ୮ଟି ସ୍ଲୁଇସ୍ ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟା ପାଣି । ବର୍ତ୍ତମାନ ଜଳଭଣ୍ଡାରରେ ଜଳସ୍ତର ରହିଛି ୬୨୮.୩୩ ଫୁଟ୍ । ଡ୍ୟାମ ଭିତରକୁ ପ୍ରତି ସେକେଣ୍ଡରେ ପ୍ରବେଶ କରୁଛି ୨ ଲକ୍ଷ ୨୫ ହଜାର ୩୧୮ କ୍ୟୁକେସ୍ ପାଣି । ନିଷ୍କାସିତ ହେଉଛି ହେଉଛି ୨ ଲକ୍ଷ ୨୫ ହଜାର ୩୧୮ କ୍ୟୁକେସ୍ ଜଳ ।

Leave A Reply

Your email address will not be published.