pr

ଯୁବକବି କୃଷ୍ଣେନ୍ଦୁ ହୋତାଙ୍କୁ ରାଜ୍ୟସ୍ତରୀୟ ବାଣୀପୁତ୍ର ସମ୍ମାନ ୨୦୨୪ ପ୍ରଦାନ

dr. purohit

କଟକ, (କେପିଏନ୍‌ଏସ୍‌) : ଆଜି ଶ୍ରୀଚନ୍ଦନ ସାହିତ୍ୟ ସଂସ୍କୃତି ଏକାଡେମୀ କଟକ, ପୂଜ୍ୟପୂଜା ପରିଷଦ କଟକ, ଅଗ୍ନିସ୍ଫୁଲିଙ୍ଗ ରାଉରକେଲା ଓ ଚିନ୍ମୟ ସାହିତ୍ୟ ସଂସଦ କଟକର ମିଳିତ ଆନୁକୂଲ୍ୟରେ କଟକସ୍ଥିତ କର୍ମବୀର ଗୌରୀଶଙ୍କର ଟାଉନ୍‌ ହଲ୍‌ଠାରେ ଅନୁଷ୍ଠିତ ୪୭ତମ ରାଜ୍ୟସ୍ତରୀୟ ସାରସ୍ୱତ ସମାରୋହରେ ବଲାଙ୍ଗିର ଜିଲ୍ଲା ସରଗଡା ଗ୍ରାମର ଯୁବକବି କୃଷ୍ଣେନ୍ଦୁ ହୋତାଙ୍କୁ ବାଣୀପୁତ୍ର ସମ୍ମାନରେ ସମ୍ମାନିତ କରିଥିଲେ ଓଡିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ସହଦେବ ସାହୁ । ଶ୍ରୀସାହୁ କୃଷ୍ଣେନ୍ଦୁଙ୍କୁ ମାନପତ୍ର ଓ ଉପଢୌକନ ଦେଇ ସମ୍ମାନିତ କରିଥିଲେ ।

nrusinghnath
Leave A Reply

Your email address will not be published.